ମେଡିକାଲ ଉଇକିପିଡିଆ (ଅଫଲାଇନ)

5K+
Endirmələr
Məzmun reytinqi
Yektin 17 +
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli
Ekran şəkli

Bu tətbiq haqqında

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ) ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Kiwix http://www.kiwix.org/~~pobj Powered by)
Güncəlləmə vaxtı
29 dek 2023

Data təhlükəsizliyi

Təhlükəsizlik tərtibatçıların məlumatlarınızı necə toplayıb paylaşdığını anlamaqdan başlayır. Məlumatların məxfiliyi və təhlükəsizlik təcrübələri istifadə, region və yaşınıza görə dəyişə bilər. Tərtibatçı bu məlumatı təmin edir və zaman keçdikcə yeniləyə bilər.
Üçüncü tərəflərlə heç bir məlumat paylaşılmır
Tərtibatçıların paylaşımı necə bəyan etdikləri haqqında ətraflı məlumat
Məlumat toplanılmır
Tərtibatçıların toplamanı necə bəyan etdikləri haqqında ətraflı məlumat